ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହି ଥିବାବେଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗୀର ଆଦି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଯାଇଛି।

63
ADVERTISEMENT

ଭୁବନେଶ୍ୱର ,୨୮/୭(ଡି.ଏଚ୍ ବ୍ୟୁରୋ):-ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହି ଥିବାବେଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗୀର ଆଦି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଯାଇଛି। ସେହିଭଳି ରାଜ୍ୟର ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଛି । ଏବଂ ଆସନ୍ତା ୩୦ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ।

Advertisement