ପାକିସ୍ତାନର ଏକ ରାଜନୈତିକ ସଭାରେ ଶକ୍ତିଶାଳୀ ବିସ୍ଫୋରଣ ଘଟି ୪୪ ଜଣ ବ୍ୟକ୍ତିଙ୍କର ମୃତ୍ୟୁ l

117
ADVERTISEMENT

ନୂଆଦିଲ୍ଲୀ,୩୧/୭(ଡି.ଏଚ୍ ବ୍ୟୁରୋ):-ପାକିସ୍ତାନର ଏକ ରାଜନୈତିକ ସଭାରେ ଶକ୍ତିଶାଳୀ ବିସ୍ଫୋରଣ ଘଟି ୪୪ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବାବେଳେ ୨୦୦ରୁ ଅଧିକ ଆହତ ହୋଇଛନ୍ତି। ଏବଂ ଆହତମାନଙ୍କ ମଧ୍ୟରେ ଅଧିକାଂଶ ଲୋକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି। ତେବେ କୌଣସି ସଂଗଠନ ଏପର୍ଯ୍ୟନ୍ତ ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରି ନାହାନ୍ତି।

Advertisement