ରାଜ୍ୟରେ ପ୍ରବଳ ବର୍ଷl ହେବାର ସମ୍ଭାବନା ରହିଛି l

50
ADVERTISEMENT

ଭୁବନେଶ୍ୱର,୩୧/୭(ଡି.ଏଚ୍ ବ୍ୟୁରୋ):-ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ରହିଛି। ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିବା ସହ ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷl ହେବାର ସମ୍ଭାବନା ରହିଛି l ଏବଂ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Advertisement