ସରକାରୀ,ବେସରକାରୀ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା ।

136
ADVERTISEMENT

ଭୁବନେଶ୍ୱର,୦୨/୮(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବାବେଳେ ଏହାକୁ ଦୃଷ୍ଟିରେ ରଖି ଆଜି ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁର ଓ କେନ୍ଦୁଝର ଆଦି ୫ ଟି ଜିଲ୍ଲାର ସବୁ ସରକାରୀ , ବେସରକାରୀ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଏବଂ ବନ୍ୟାଜଳ ପ୍ରବାହିତ ଯୋଗୁଁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି । ଏନେଇ ସମସ୍ତ ଜିଲ୍ଲାପାଳ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଥିବା ସୂଚନା ।

Advertisement