Friday, October 23, 2026
ADVERTISEMENT
Home ଆଞ୍ଚଳିକ ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ସିମୁଳିଆଠାରେ ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଓଲଟିଲା...

ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ସିମୁଳିଆଠାରେ ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଓଲଟିଲା କାର୍।

137
ADVERTISEMENT

ସିମୁଳିଆ,୦୨/୮(ଡି.ଏଚ ବ୍ୟୁରୋ):-ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ସିମୁଳିଆଠାରେ ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଓଲଟିଲା କାର୍। ଏଥିରେ ୨ ଜଣ ଗୁରୁତର ଭାବେ ଆହତ ହୋଇ ଭଦ୍ରକ ମେଡିକାଲରେ ଭର୍ତ୍ତିଥିବାବେଳେ ଘଟଣାସ୍ଥଳରେ ସିମୁଳିଆ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏବଂ ଉକ୍ତ କାରଟି ଧାମରାରୁ ଧାମନଗରକୁ ଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା ବୋଲି ସୂଚନା ।

Advertisement