ସାରା ଓଡ଼ିଶାରେ ବର୍ଷା ଲାଗି ରହିଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି ।

62
Water flowing along the street curb during heavy rain. Close up of splashing raindrops and air bubbles.
ADVERTISEMENT

ଭୁବନେଶ୍ୱର,o୩/୮(ଡି.ଏଚ୍ ବ୍ୟୁରୋ):-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗିରହିଥିବାବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଓ ବୌଦ୍ଧ ଆଦି ୧୦ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ୫ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisement