ଟିଟିଲାଗଡ଼,o୩/୮(ଡି.ଏଚ୍ ବ୍ୟୁରୋ):-ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଳକ ଛକରୁ ଭଗବାନ ପର୍ଶୁରାମଙ୍କ ଫୋଟୋ ଚିତ୍ର ହଟାଇ ସେଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତରକୁ ବିରୋଧ କରି ଟିଟିଲାଗଡ଼ ଉପଖଣ୍ଡ ମୁଖ୍ୟାଳୟରେ ଆଜି ବନ୍ଦ ପାଳନ । ବିଭିନ୍ନ ହିନ୍ଦୁ ସଂଗଠନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବାବେଳେ ସହରର ସମସ୍ତ ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ବ୍ୟାଙ୍କ ପ୍ରତିଷ୍ଠାନ ବନ୍ଦ ସହ ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି।