ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଛି।

86
ADVERTISEMENT

ସମ୍ବଲପୁର,o୬/୮(ଡି.ଏଚ୍ ବ୍ୟୁରୋ):-ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରୁ ପୁଣି ୩ଟି ଗେଟ୍ ଖୋଲି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡାରର ଜଳସ୍ତର ୬୨୧.୬୦ ଫୁଟ୍ ଥିବାବେଳେ ଜଳଭଣ୍ଡାରକୁ ୪ ଲକ୍ଷ ୫୦ ହଜାର ୮୧୨ କ୍ୟୁସେକ୍ ବନ୍ୟା ଜଳ ପ୍ରବେଶ କରୁଛି। ଏବଂ ଜଳଭଣ୍ଡାରରୁ ୩ ଲକ୍ଷ ୫୨ ହଜାର ୫୧ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି।

Advertisement