Thursday, September 24, 2026
ADVERTISEMENT
Home ଆଞ୍ଚଳିକ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାରେ ପୁଲିସ ଗଞ୍ଜେଇ କାରବାର କରୁଥିବା ଅଭିଯୋଗକୁ ନେଇ ଥାନା ଉପରେ...

କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାରେ ପୁଲିସ ଗଞ୍ଜେଇ କାରବାର କରୁଥିବା ଅଭିଯୋଗକୁ ନେଇ ଥାନା ଉପରେ ଉତ୍ତ୍ୟକ୍ତ ଜନତାଙ୍କ ଆକ୍ରମଣ।

159
ADVERTISEMENT

ଫୁଲବାଣୀ,o୬/୮(ଡି.ଏଚ୍ ବ୍ୟୁରୋ):-କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାରେ ପୁଲିସ ଗଞ୍ଜେଇ କାରବାର କରୁଥିବା ଅଭିଯୋଗକୁ ନେଇ ଥାନା ଉପରେ ଉତ୍ତ୍ୟକ୍ତ ଜନତାଙ୍କ ଆକ୍ରମଣ। ଶତାଧିକ ଲୋକ ଥାନା ପରିସରରେ ବ୍ୟାପକ ଭଙ୍ଗାରୁଜା କରିବା ସହ ମାଲ୍ଖାନାରେ ଗଚ୍ଛିତ ଗଞ୍ଜେଇ ବାହାରେ ଗଦାକରି ନିଆଁ ଲଗାଇ ଦେବା ସହ ଜବତ ଗାଡ଼ିଗୁଡ଼ିକରେ ମଧ୍ୟ ନିଆଁ ଲଗାଇ ଦେଇଥିଲେ। ଫଳରେ ଥାନା ଜଳାପୋଡ଼ା ଘଟଣାରେ ୧୨ଜଣ ଅଟକ ଅଛନ୍ତି ।

Advertisement