Saturday, August 22, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ୧୩ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଆସନ୍ତା ୧୩ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

144
ADVERTISEMENT

ଭୁବନେଶ୍ବର,୦୮/୮(ଡ଼ି.ଏଚ ବ୍ୟୁରୋ):-ଆସନ୍ତା ୧୩ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।ଏବଂ ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି। ଯାହାର ପ୍ରଭାବରେ ୧୪ ରୁ ୧୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ର ଆଶଙ୍କା ରହିଛି ।

Advertisement