Saturday, August 22, 2026
ADVERTISEMENT
Home ଜାତୀୟ ଶିମଲାର କ୍ରିଷ୍ଣା ନଗର ଅଞ୍ଚଳରେ ଭୂସ୍ଖଳନ ଘଟି ଅନେକ ଲୋକ ପୋତି ହୋଇଯାଇଥିବା ଆଶଙ୍କା ।

ଶିମଲାର କ୍ରିଷ୍ଣା ନଗର ଅଞ୍ଚଳରେ ଭୂସ୍ଖଳନ ଘଟି ଅନେକ ଲୋକ ପୋତି ହୋଇଯାଇଥିବା ଆଶଙ୍କା ।

226
ADVERTISEMENT

ନୂଆଦିଲ୍ଲୀ,୧୬/୮(ଡି.ଏଚ୍ ବ୍ୟୁରୋ):-ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ଯୋଗୁଁ ଶିମଲାର କ୍ରିଷ୍ଣା ନଗର ଅଞ୍ଚଳରେ ଭୂସ୍ଖଳନ ଘଟି ଅନେକ ଲୋକ ପୋତି ହୋଇଯାଇଥିବା ଆଶଙ୍କା କରାଯାଉଛି।ସେହିଭଳି ସ୍ଥାନୀୟ ଲାଲପାଣି ଅଞ୍ଚଳରେ ଥିବା ସ୍ଲଟର ହାଉସର କୋଠା ମଧ୍ୟ ହଠାତ୍ ଭୁଶୁଡ଼ି ପଡ଼ିଥିବା ବେଳେ ଭୂସ୍ଖଳନ ଯୋଗୁଁ ୫ରୁ ଅଧିକ ଘର ଓ ଅନେକ ଯାନବାହନ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଏବଂ ଭଗ୍ନାବଶେଷ ତଳେ ଅନେକ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି।

Advertisement