Saturday, November 21, 2026
ADVERTISEMENT
Home ଜାତୀୟ ନିୟନ୍ତ୍ରଣ ରେଖାରେ ପାକିସ୍ତାନୀ ଡ୍ରୋନ୍‌: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନିୟନ୍ତ୍ରଣ ରେଖାରେ ପାକିସ୍ତାନୀ ଡ୍ରୋନ୍‌: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

375
ADVERTISEMENT

ଶ୍ରୀନଗର,୨୦/୮(ଏଜେନସି ): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଆର.ଏସ୍‌.ପୁରା ସେକ୍ଟରରେ କିଛି ସମୟ ପାଇଁ ଭାରତୀୟ ସୀମା ଭିତରକୁ ପ୍ରବେଶ କରିଥିବା ଏକ ପାକିସ୍ତାନୀ ଡ୍ରୋନ୍‌କୁ ନେଇ ନିୟନ୍ତ୍ରଣ ରେଖାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଡ୍ରୋନ୍‌ ଦ୍ୱାରା କିଛି ଗୁପ୍ତ ତଥ୍ୟ ସଂଗ୍ରହ କରାଯାଉଥିବା ଅନୁମାନ କରାଯାଉଛି। ସୋମବାର ବିଳମ୍ବିତ ରାତିରେ ଏହା ଘଟିଥିବା କୁହାଯାଉଛି। ଏହା ମଙ୍ଗରାଲ ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ସହିତ ରିହାଶ୍ୟାୟୀ ଅଞ୍ଚଳରେ ଉଡ଼ି ବୁଲି ପାକିସ୍ତାନ ଫେରି ଯାଇଥିଲା।

Advertisement