Saturday, August 22, 2026
ADVERTISEMENT
Home ଆଞ୍ଚଳିକ ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ ଡୋପ୍ ଟେଷ୍ଟରେ ବିଫଳ ହେବl ଫଳରେ ୪ ବର୍ଷ...

ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ ଡୋପ୍ ଟେଷ୍ଟରେ ବିଫଳ ହେବl ଫଳରେ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି।

188
ADVERTISEMENT

ଭୁବନେଶ୍ୱର,୧୮/୮(ଡି.ଏଚ ବ୍ୟୁରେl):-ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ ଡୋପ୍ ଟେଷ୍ଟରେ ବିଫଳ ହେବl ଫଳରେ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି । ଚଳିତ ବର୍ଷ ଜାନୁଆରି ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଲାଗୁ ହେବ। ଏବଂ ଏହି ତାରିଖଠୁ ବର୍ତ୍ତମାନ ମଧ୍ୟରେ ଦୂତି ଯେଉଁ ଇଭେଣ୍ଟଗୁଡ଼ିକରେ ଅଂଶଗ୍ରହଣ କରିଥିବେ, ତାହାର ପ୍ରଦର୍ଶନଗୁଡ଼ିକୁ ଅଯୋଗ୍ୟ ଘୋଷଣା କରାଯିବ ବୋଲି ଆଣ୍ଟି ଡୋପିଂ ଡିସିପ୍ଲିନାରି ପ୍ୟାନେଲ୍ (ଏଡିଡିପି) ଅଧ୍ୟକ୍ଷ ଚୈତନ୍ୟ ମହାଜନ ସୂଚନା ଦେବା ସହ ନିଜର ପକ୍ଷ ରଖିବାକୁ ଦୂତିଙ୍କୁ ୨୧ ଦିନ ସମୟ ଦେଇଛନ୍ତି ।

Advertisement