ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଈ ନିକଟରେ କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍,ଦୁଇ ଜଣ କାଉଡ଼ିଆଙ୍କର ମୃତ୍ୟୁ।

112
ADVERTISEMENT

ବ୍ରହ୍ମପୁର,୨୨/୮(ଡି.ଏଚ୍ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଈ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଋଷିକୂଲ୍ୟା ନଦୀରୁ ପାଣି ନେଇ ତାଡ଼କେଶ୍ୱର ଶିବ ମନ୍ଦିରକୁ ଯାଉଥିବା ବେଳେ କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍।ଏଥିରେ ଦୁଇ ଜଣ କାଉଡ଼ିଆଙ୍କର ମୃତ୍ୟୁ ଘଟିଥିବାବେଳେ ୧୩ ଜଣ କାଉଡିଆ ଆହତ ହୋଇ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତି ।

Advertisement