Saturday, August 22, 2026
ADVERTISEMENT
Home ଆଞ୍ଚଳିକ ଆଜି ଜାତୀୟ କ୍ରୀଡ଼ା ଦିବସ’ ।

ଆଜି ଜାତୀୟ କ୍ରୀଡ଼ା ଦିବସ’ ।

160
ADVERTISEMENT

ବ୍ରହ୍ମପୁର,୨୯/୮(ଡି.ଏଚ୍ବ୍ୟୁରୋ):-ଆଜି ଜାତୀୟ କ୍ରୀଡ଼ା ଦିବସ’ । ଏବଂଭାରତୀୟ ହକିର କିଂବଦନ୍ତି ପୁରୁଷ ମେଜର ଧ୍ୟାନଚାନ୍ଦ ସିଂହଙ୍କ ଜନ୍ମ ଦିନ । ଆନ୍ତର୍ଜାତିକ ହକିରେ ସେ ବ୍ୟକ୍ତିଗତ ଭାବେ ୪୦୦ରୁ ଅଧିକ ଗୋଲ୍ ଦେଇଥିଲେ। ତାଙ୍କ ନେତୃତ୍ବରେ ଭାରତ ଦଳଗତ ଭାବେ ୧୯୨୮, ୧୯୩୨ ଓ ୧୯୩୬ରେ ଲଗାତାର ସ୍ବର୍ଣ୍ଣ ପଦକ ଜିତିଥିଲା। ଏହି ମହାନ୍ ବ୍ୟକ୍ତିତ୍ବଙ୍କୁ ମନେ ରଖିବା ଲାଗି ୨୦୧୨ ମସିହାରୁ ଦେଶବାସୀ ତାଙ୍କର ଜନ୍ମ ତାରିଖକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରି ଆସୁଅଛି ।

Advertisement