Saturday, August 22, 2026
ADVERTISEMENT
Home ଆଞ୍ଚଳିକ ପୂର୍ବତନ ବାଚସ୍ପତି ତଥା ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ।

ପୂର୍ବତନ ବାଚସ୍ପତି ତଥା ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ।

119
ADVERTISEMENT

ଭୁବନେଶ୍ୱର,o୩/୯(ଡ଼ି.ଏଚ ବ୍ୟୁରୋ):-ପୂର୍ବତନ ବାଚସ୍ପତି ତଥା ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ । ଭୁବନେଶ୍ବରସ୍ଥିତ ସମ୍ ଅଲ୍ଟିମେଟ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ବାସ ତ୍ୟାଗ କରିଥିବାବେଳେ ତାଙ୍କ ବିୟୋଗରେ ଗଞ୍ଜାମ ଜିଲ୍ଲା ସମେତ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

Advertisement