Thursday, August 20, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି l

156
ADVERTISEMENT

ଭୁବନେଶ୍ୱର,୦୭/୯(ଡି.ଏଚ୍ ବ୍ୟୁରୋ):-ରାଜ୍ୟରେ ଲଘୁଚାପ କ୍ଷେତ୍ର ସହ ଜଡିତ ଥିବା ଘୂର୍ଣ୍ଣିବଳୟ ସକ୍ରିୟ ଥିବାବେଳେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisement