Saturday, August 22, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ବର୍ଷାର ପରିମାଣ ବଢିବl ସହ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି...

ରାଜ୍ୟରେ ବର୍ଷାର ପରିମାଣ ବଢିବl ସହ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଭାଗ ।

164
ADVERTISEMENT

ଭୁବନେଶ୍ୱର,୧୧/୯(ଡି.ଏଚ୍ ବ୍ୟୁରୋ):-ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୨ ତାରଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବl ସହ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଭାଗ ।

Advertisement