ADVERTISEMENT
Home ଆଞ୍ଚଳିକ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସତର୍କ ସୂଚନା ଜାରି...

ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

210
ADVERTISEMENT

ଭୁବନେଶ୍ୱର,୧୪/୯(ଡି.ଏଚ ବ୍ୟୁରୋ):-ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଥିବାବେଳେ ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

Advertisement