ବ୍ରହ୍ମପୁର ଗ୍ରାନାଇଟ୍ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ପଥର’ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ।

103
ADVERTISEMENT

ବ୍ରହ୍ମପୁର,୧୪/୯(ଡି.ଏଚ ବ୍ୟୁରୋ):-ବ୍ରହ୍ମପୁର ସଦର ଥାନା ଅଧୀନ ମହୁରୀକାଳୁଆ ଛକରେ ଥିବା ଏକ ଗ୍ରାନାଇଟ୍ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ଏକ ବଡ଼ ପଥର ଗଡ଼ଡ଼ିଯିବାରୁ ପଥର ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ । ଓ ଅନ୍ୟ ଦୁଇ ଶ୍ରମିକ ଆହତ ହୋଇ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି ।ମୃତକମାନେ ଦିଗପହଣ୍ଡି ଥାନା ଅନ୍ତର୍ଗତ ବି.ତୁରୁବୁଡ଼ି ପଞ୍ଚାୟତ ପିଲିଗାଡିହର ଗୋବିନ୍ଦ ମଳିକ ଓ ଜଗା ମଳିକ ହୋଇଥିବାବେଳେ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Advertisement