Thursday, September 24, 2026
ADVERTISEMENT
Home ଆଞ୍ଚଳିକ ହୀରାକୁଦ ଜଳଭଣ୍ଡାରରୁ ଏବେ ସମୁଦାୟ ୨୬ ଟି ଗେଟ୍‌ ଖୋଲାଯାଇ ଜଳ ନିଷ୍କାସନ କରାଯାଉଛି।

ହୀରାକୁଦ ଜଳଭଣ୍ଡାରରୁ ଏବେ ସମୁଦାୟ ୨୬ ଟି ଗେଟ୍‌ ଖୋଲାଯାଇ ଜଳ ନିଷ୍କାସନ କରାଯାଉଛି।

218
ADVERTISEMENT

ସମ୍ବଲପୁର,୧୬/୯(ଡି.ଏଚ୍ ବ୍ୟୁରୋ):-ଉପର ମୁଣ୍ଡରେ ପ୍ରବଳ ବର୍ଷା ‌ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଏବେ ପର୍ଯ୍ୟନ୍ତ ହୀରାକୁଦ ଡ୍ୟାମ୍‌ର୨୨ଟି ଗେଟ୍‌ ଖୋଲାଯାଇ ଜଳ ନିଷ୍କାସନ କାର୍ଯ୍ୟ ଚାଲି ରହିଥିଲା ବେଳେ ଜଳସ୍ତର ନିୟନ୍ତ୍ରଣ ବାହାରକୁ ଯିବାରୁ ଆହୁରି ୪ଟି ଗେଟ୍‌ ଖୋଲି ଦିଆଯାଇଛି। ହୀରାକୁଦରେ ଏବେ ସମୁଦାୟ ୨୬ ଟି ଗେଟ୍‌ ଖୋଲାଯାଇ ଜଳ ନିଷ୍କାସନ କରାଯାଉଛି। ବାମ ପଟରୁ ୧୬ଟି ଗେଟ୍‌ ଖୋଲା ଯାଇଥିବା ବେଳେ ଦକ୍ଷିଣ ପଟରୁ ୧୦ଟି ଗେଟ୍‌ ଖୋଲାଯାଇଛି।

Advertisement