ସୁନ୍ଦରଗଡ଼ରେ ପୁଣି ଥରେ ୧୪ ଜଣ ନୂଆ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ।

58
ADVERTISEMENT

ସୁନ୍ଦରଗଡ଼,୨୬/୯(ଡି.ଏଚ ବ୍ୟୁରୋ):-ସୁନ୍ଦରଗଡ଼ରେ ପୁଣି ଥରେ ୧୪ ଜଣ ନୂଆ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ । ଗତକାଲି ୮୬ଟି ରକ୍ତନମୁନା ପରୀକ୍ଷା ହୋଇଥିବାବେଳେ ସେଥିରୁ ୧୪ ଜଣଙ୍କଠାରେ ସ୍କ୍ରବ୍ ଟାଇଫସ୍ ରୋଗ ଚିହ୍ନଟ ହୋଇଛି। ଫଳରେ ସୁନ୍ଦରଗଡ଼ରେ ଜଣ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୪କୁ ବୃଦ୍ଧି । ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ।

Advertisement