Sunday, September 20, 2026
ADVERTISEMENT
Home ଜାତୀୟ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ ହେବେ ବଲିଉଡ୍ ଅଭିନେତ୍ରୀ ୱହିଦା ରେହମାନ।

ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ ହେବେ ବଲିଉଡ୍ ଅଭିନେତ୍ରୀ ୱହିଦା ରେହମାନ।

264
ADVERTISEMENT

ନୂଆଦିଲ୍ଲୀ,୨୭/୯(ଡି.ଏଚ ବ୍ୟୁରୋ):-ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ ହେବେ ବଲିଉଡ୍ ଅଭିନେତ୍ରୀ ୱହିଦା ରେହମାନ। ଏନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ସିଂହ ଠାକୁର ଘୋଷଣା କରିଛନ୍ତି। ‘ଗାଇଡ୍’ ଏବଂ ‘ରେଶମା ଔର ଶେରା’ ପରି ଅନେକ ଲୋକପ୍ରିୟ ଚଳଚ୍ଚିତ୍ରରେ ଅଭିନୟ କରି ଚର୍ଚ୍ଚାରେ ଥିବାବେଳେ ଭାରତୀୟ ସିନେମାରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ଚଳିତବର୍ଷର ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ।

Advertisement