ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l

61
ADVERTISEMENT

ଭୁବନେଶ୍ୱର,୨୯/୯(ଡି.ଏଚ ବ୍ୟୁରୋ):-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହାର ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୩ ତାରିଖ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା l

Advertisement