Friday, September 25, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜେଇ ଜବତ ସହ ୯ଜଣ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

ଗଞ୍ଜେଇ ଜବତ ସହ ୯ଜଣ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

184
ADVERTISEMENT

ଫିରିଙ୍ଗିଆ,o୩/୧୦(ଡି.ଏଚ ବ୍ୟୁରୋ):-କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଞ୍ଚଳରେ ଏକ ଘରୋଇ ଯାତ୍ରୀବାହୀ ବସରେ ଗଞ୍ଜେଇ ଚାଲାଣ ବେଳେ ସ୍ଥାନୀୟ ପୁଲିସ ପକ୍ଷରୁ ଗଞ୍ଜେଇ ଜବତ ସହ ୯ଜଣ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସମସ୍ତ ମହିଳା ଫୁଲବାଣୀରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସରେ ଗଞ୍ଜେଇ ନେଇ ବ୍ରହ୍ମପୁର ଯାଉଥିଲେ ବୋଲି ସୂଚନା l

Advertisement