୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨୮,୨୦୦ କୋଟି ୨୫ହଜାର ଟଙ୍କାର ପ୍ରଥମ ଅତିରିକ୍ତ ବଜେଟ୍ ପାରିତ ହୋଇଛି।

69
ADVERTISEMENT

ଭୁବନେଶ୍ୱର,o୪/୧୦(ଡି.ଏଚ ବ୍ୟୁରୋ):-ବିଧାନସଭାରେ ବିଜେପିର ବିଧାୟକଙ୍କ ହଟ୍ଟଗୋଳ ମଧ୍ୟରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨୮,୨୦୦ କୋଟି ୨୫ହଜାର ଟଙ୍କାର ପ୍ରଥମ ଅତିରିକ୍ତ ବଜେଟ୍ ପାରିତ ହୋଇଛି। ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହରେ ଅତିରିକ୍ତ ବ୍ୟୟ ମଞ୍ଜୁରି ବିଲ୍ ଉପସ୍ଥାପନ କରି ଥିବାବେଳେ ଏହି ଅର୍ଥ ରାଜ୍ୟର ବିଭିନ୍ନ ଜନକଲ୍ୟାଣ ଓ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ବିନିଯୋଗ କରାଯିବ।

Advertisement