ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୨୫ ଜଣ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ।

60
ADVERTISEMENT

ସୁନ୍ଦରଗଡ଼,o୬/୧୦(ଡି.ଏଚ ବ୍ୟୁରୋ):-ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୨୫ ଜଣ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ । ଗତକାଲି ପରୀକ୍ଷା କରାଯାଇଥିବା ୧୦୮ଟି ନମୁନା ମଧ୍ୟରୁ ୨୫ଟି ପିଜିଟିଭ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୫୫ କୁ ବୃଦ୍ଧି । ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା।

Advertisement