ସୁନ୍ଦରଗଡ଼,୧୭/୧୦(ଡି.ଏଚ ବ୍ୟୁରୋ):-ସୁନ୍ଦରଗଡ଼ରେ ପୁଣି ୧୪ ଜଣ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ । ୯୯ଟି ନମୂନlରୁ ୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୦କୁ ବୃଦ୍ଧି । ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଧରଣୀରଞ୍ଜନ ଶତପଥୀଙ୍କ ସୂଚନା । ସେପଟେ ସ୍ବାସ୍ଥ୍ୟ ବିଭାଗର ସଚେତନତା ଲୋକଙ୍କ ପାଖରେ ପହଞ୍ଚି ପାରୁନଥିବା ଅଭିଯୋଗ ରହିଛି।