ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।

55
ADVERTISEMENT

ଭୁବନେଶ୍ୱର,୧୮/୧୦(ଡି.ଏଚ ବ୍ୟୁରୋ):-ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା l ଏବଂ ୨୦ ତାରିଖ ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା କମିବା ଯୋଗୁଁ ଥଣ୍ଡା ଆରମ୍ଭ ହେବ।

Advertisement