ଭୁବନେଶ୍ୱର ରାଜରାସ୍ତାରେ ସିକ୍ୟୁରିଟି ଗାର୍ଡଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ ।

48
ADVERTISEMENT

ଭୁବନେଶ୍ୱର,୧୮/୧୦(ଡି.ଏଚ ବ୍ୟୁରୋ):-ଭୁବନେଶ୍ୱର ରାଜରାସ୍ତାରେ ସିକ୍ୟୁରିଟି ଗାର୍ଡଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ତିନି ଜଣ ଦୁର୍ବୃତ୍ତ ଏକ ସ୍କୁଟିରେ ଆସି କେ-ୱାନ୍ ସିକ୍ୟୁରିଟି ଏଜେନ୍ସିରେ ସିକ୍ୟୁରିଟି ଗାର୍ଡ ଗୌରାଙ୍ଗ ଦାସଙ୍କ ଉପରେ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିବାବେଳେ ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯଇଛି । ଏବଂ ଆକ୍ରମଣର କାରଣ ଅସ୍ପଷ୍ଟ ଥିବା ବେଳେ ବଡ଼ଗଡ଼ ଥାନା ପୁଲିସର ଘଟଣାସ୍ଥଳରେ ତଦନ୍ତ ଜାରି ।

Advertisement