Wednesday, August 19, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ଦଶହରାରେ ଉପକୂଳ ଓଡ଼ିଶା ଭିଜିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ...

ଆସନ୍ତା ଦଶହରାରେ ଉପକୂଳ ଓଡ଼ିଶା ଭିଜିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଛି ।

116
ADVERTISEMENT

ଭୁବନେଶ୍ୱର,୧୯/୧୦(ଡି.ଏଚ ବ୍ୟୁରୋ):-ଆସନ୍ତା ଦଶହରାରେ ଉପକୂଳ ଓଡ଼ିଶା ଭିଜିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଛି । ଉତ୍ତର ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ।ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

Advertisement