ADVERTISEMENT
Home ଆଞ୍ଚଳିକ ସାରା ରାଜ୍ୟରେ ବସ୍ ଧର୍ମଘଟ ଡାକରା ଦେଇଛି ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ।

ସାରା ରାଜ୍ୟରେ ବସ୍ ଧର୍ମଘଟ ଡାକରା ଦେଇଛି ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ।

121
ADVERTISEMENT

ଭୁବନେଶ୍ୱର,୧୯/୧୦(ଡି.ଏଚ ବ୍ୟୁରୋ):-ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନା ଓ ‘ମୋ ବସ୍’ ଚଳାଚଳକୁ ବିରୋଧ କରି ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ ଅକ୍ଟୋବର ୨୦ତାରିଖରୁ ପୁଣି ଥରେ ସାରା ରାଜ୍ୟରେ ବସ୍ ଧର୍ମଘଟ ଡାକରା ଦେଇଛି। ରାଜ୍ୟ ସରକାରଙ୍କ ସହ ବାରମ୍ବାର ଆଲୋଚନା ସତ୍ତ୍ବେ ସରକାର ପ୍ରତିଶ୍ରୁତି ପୂରଣ କରିନଥିବାରୁ ସାରା ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ କହିଛନ୍ତି।

Advertisement