Thursday, August 20, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ପାଳଲହଡ଼ା ସମଗ୍ର ଶିକ୍ଷା ଅଭିଯାନର ବୈଷୟିକ ପରାମର୍ଶଦାତା ପ୍ରସନ୍ନ କୁମାର ପାଣି।

ଭିଜିଲାନ୍ସ ଜାଲରେ ପାଳଲହଡ଼ା ସମଗ୍ର ଶିକ୍ଷା ଅଭିଯାନର ବୈଷୟିକ ପରାମର୍ଶଦାତା ପ୍ରସନ୍ନ କୁମାର ପାଣି।

131
ADVERTISEMENT

ଭୁବନେଶ୍ୱର ,୧୯/୧୦(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ପାଳଲହଡ଼ା ସମଗ୍ର ଶିକ୍ଷା ଅଭିଯାନର ବୈଷୟିକ ପରାମର୍ଶଦାତା ପ୍ରସନ୍ନ କୁମାର ପାଣି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଅନୁଗୁଳ, ପୁରୀ ଓ ଭୁବନେଶ୍ୱରରେ ଏକକାଳୀନ ୧୧ ଟି ସ୍ଥାନରେ ଚଢ଼ଉ କରାଯାଇଛି। ଚଢ଼ଉ ବେଳେ ଭୁବନେଶ୍ବରରେ ୩ଟି ୩ ମହଲା କୋଠା ସମେତ ଗୋଟିଏ ଫ୍ଲାଟ୍ ଓ ୨୬ ଟି ପ୍ଲଟ୍ର ସନ୍ଧାନ ମିଳିଛି। ଏହାସହିତ ୬୪ ଲକ୍ଷର ଜମା ଟଙ୍କା, ୩.୩୩ ଲକ୍ଷ ନଗଦ ଟଙ୍କା ମଧ୍ୟ ମିଳିଛି।

Advertisement