Tuesday, August 18, 2026
ADVERTISEMENT
Home ଆଞ୍ଚଳିକ ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସାରା ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ।

ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସାରା ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ।

106
ADVERTISEMENT

ଭୁବନେଶ୍ୱର,୨୦/୧୦(ଡି.ଏଚ ବ୍ୟୁରୋ):-ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସାରା ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ। ରାଜ୍ୟ ସରକାର ଯେତେଦିନ ପର୍ଯ୍ୟନ୍ତ ‘ଲକ୍ଷ୍ମୀ’ ଯୋଜନାରେ ଘରୋଇ ବସ୍କୁ ସାମିଲ୍ କରିବା ସହ ମୋ ବସ୍କୁ କେବଳ ସହରାଞ୍ଚଳରେ ଚଳାଇବା ନେଇ ଲିଖିତ ପ୍ରତିଶ୍ରୁତି ଦେଇନାହାନ୍ତି ସେତେଦିନ ପର୍ଯ୍ୟନ୍ତ ଏହି ଧର୍ମଘଟ ଜାରି ରହିବ ବୋଲି ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା । ଏବଂ ହଠାତ୍ ବସ୍ ସେବା ବନ୍ଦ ହେବାକୁ ଥିବାରୁ ସାଂଘାତିକ ପରିସ୍ଥିତି ସୃଷ୍ଟି ହୋଇଛି।

Advertisement