Thursday, August 20, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟ ପୁଲିସ ମୁଖ୍ୟାଳୟରେ ୬୪ତମ ପୁଲିସ ସହିଦ ଦିବସ ପାଳିତ ହୋଇଛି।

ରାଜ୍ୟ ପୁଲିସ ମୁଖ୍ୟାଳୟରେ ୬୪ତମ ପୁଲିସ ସହିଦ ଦିବସ ପାଳିତ ହୋଇଛି।

163
ADVERTISEMENT

କଟକ,୨୨/୧୦(ଡି.ଏଚ ବ୍ୟୁରୋ):-ରାଜ୍ୟ ପୁଲିସ ମୁଖ୍ୟାଳୟରେ ୬୪ତମ ପୁଲିସ ସହିଦ ଦିବସ ପାଳିତ ହୋଇଛି। ଏବଂ ଚଳିତ ବର୍ଷ ୧୮୮ ଯବାନ ଦେଇଛନ୍ତି ପ୍ରାଣବଳିl ଏହି ଅବସରରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ସୁନିଲ କୁମାର ବଂଶଲ ସହିଦ ହୋଇଥିବା ଯବାନମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ସହିଦ ଯବାନଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରିଥିଲେ।

Advertisement