ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ବିଜୟଯାତ୍ରା ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ସମ୍ପନ୍ନ ହୋଇଛି।

86
ADVERTISEMENT

ଭବାନୀପାଟଣା,୨୩/୧୦(ଡି.ଏଚ ବ୍ୟୁରୋ):-କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ବିଜୟଯାତ୍ରା ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ସମ୍ପନ୍ନ ହୋଇଛି। କିନ୍ତୁ ପ୍ରଥା ଆଗରେ ପୁଣି ମୁଣ୍ଡ ନୁଆଁଇଲା ପ୍ରଶାସନ। ବାରଣ ସତ୍ତ୍ବେbi ପଡ଼ିଲା ବଳି।ହଜାରହଜାର ପ୍ରାଣୀଙ୍କ ରକ୍ତରେ ଭିଜିଲା ଜେନାଖାଲ ନିକଟରୁ ମାଣିକେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ରାଜରାସ୍ତା।

Advertisement