Sunday, November 1, 2026
ADVERTISEMENT
Home ଆଞ୍ଚଳିକ ବ୍ରହ୍ମପୁର ଗଞ୍ଜାମ ଜିଲ୍ଲାରେ ଡେଙ୍ଗୁ ଜ୍ବର ବଢ଼ିବାରେ ଲାଗିଛି ।

ବ୍ରହ୍ମପୁର ଗଞ୍ଜାମ ଜିଲ୍ଲାରେ ଡେଙ୍ଗୁ ଜ୍ବର ବଢ଼ିବାରେ ଲାଗିଛି ।

127
ADVERTISEMENT

ବ୍ରହ୍ମପୁର,୨୭/୧୦(ଡି.ଏଚ ବ୍ୟୁରୋ):-ବ୍ରହ୍ମପୁର ଗଞ୍ଜାମ ଜିଲ୍ଲାରେ ଡେଙ୍ଗୁ ଜ୍ବର ବଢ଼ିବାରେ ଲାଗିଛି । ବର୍ତ୍ତମାନ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ୧୫୦ ଛୁଇଁ ସାରିଥିବାବେଳେ ଯାହା ଏବେ ଚିନ୍ତାର କାରଣ ପାଲଟିଛି। ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବା ସହ ଲୋକଙ୍କୁ ରୋଗ ସମ୍ପର୍କରେ ସଚେତନ କରାଯାଉଛି। କିନ୍ତୁ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଯୋଗୁଁ ଡେଙ୍ଗୁ ମଶା ସୃଷ୍ଟି ହୋଇ ତାହା ରୋଗର କାରଣ ସାଜୁଛି।

Advertisement