ଆଜି ଓଡ଼ିଶା ଛାଡ଼ିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ।

119
ADVERTISEMENT

ଭୁବନେଶ୍ୱର,୨୭/୧୦(ଡି.ଏଚ ବ୍ୟୁରୋ):-ଆଜି ଓଡ଼ିଶା ଛାଡ଼ିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଭବନ ଯାଇ ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସେହିପରି ନୂଆ ରାଜ୍ୟପାଳ ରଘୁବର ଦାସ ଆସନ୍ତା ୨୯ତାରିଖରେ ଓଡ଼ିଶା ଆସି ଅକ୍ଟୋବର ୩୧ରେ ଶପଥ ନେବେ। ଏବଂ ହାଇକୋର୍ଟ ମୁଖ୍ୟ ବିଚାରପତି ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ।

Advertisement