Thursday, August 6, 2026
ADVERTISEMENT
Home ଆଞ୍ଚଳିକ ଅଧିଷ୍ଠାତ୍ରୀ ଦେବୀ ମା’ ସୁନାଦେଈଙ୍କ ପ୍ରସିଦ୍ଧ ଛତର ଯାତ୍ରା କୁମାର ପୂର୍ଣ୍ଣିମା ଅବସରରେ ଅନୁଷ୍ଠିତ ହୋଇଯାଇଛି।

ଅଧିଷ୍ଠାତ୍ରୀ ଦେବୀ ମା’ ସୁନାଦେଈଙ୍କ ପ୍ରସିଦ୍ଧ ଛତର ଯାତ୍ରା କୁମାର ପୂର୍ଣ୍ଣିମା ଅବସରରେ ଅନୁଷ୍ଠିତ ହୋଇଯାଇଛି।

201
ADVERTISEMENT

ସୁନାବେଡ଼ା,୨୯/୧୦(ଡି.ଏଚ ବ୍ୟୁରୋ):-ନୂଆପଡ଼ା ଜିଲ୍ଲା କୋମନା ବ୍ଲକ୍ ସୁନାବେଡ଼ାରେ ଚକୋଟିଆ ଭୁଞ୍ଜିଆ ସଂପ୍ରଦାୟଙ୍କ ଅଧିଷ୍ଠାତ୍ରୀ ଦେବୀ ମା’ ସୁନାଦେଈଙ୍କ ପ୍ରସିଦ୍ଧ ଛତର ଯାତ୍ରା କୁମାର ପୂର୍ଣ୍ଣିମା ଅବସରରେ ଅନୁଷ୍ଠିତ ହୋଇଯାଇଛି। ଯାତ୍ରା ପାଇଁ ପଶୁପକ୍ଷୀଙ୍କ ବଳିରେ ମା’ଙ୍କ ପୀଠ ରକ୍ତରଞ୍ଜିତ ହୋଇଥିବାବେଳେ ଏଥିରେ ରାଜ୍ୟ ଓ ରାଜ୍ୟ ବାହାରୁ ହଜାରହଜାର ମାନସିକଧାରୀ ଓ ଶ୍ରଦ୍ଧାଳୁମାନଙ୍କର ସମାଗମ ହୋଇଥିଲା।

Advertisement