ନୂଆଦିଲ୍ଲୀ,୩୧/୧୦(ଡି.ଏଚ ବ୍ୟୁରୋ):-ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ପକ୍ଷରୁ ସମନ । ପୂର୍ବରୁ ଏହି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେବା ପରେ କ୍ରେଜିୱାଲଙ୍କ ଇଡି ସମନ ଚର୍ଚ୍ଚାର ବିଷୟ ପାଲଟିଛି।