Friday, November 20, 2026
ADVERTISEMENT
Home ଜାତୀୟ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେରୀ ମାଟି ମେରା ଦେଶ ଅଭିଯାନର ଅମୃତ କଳସ ଯାତ୍ରାର...

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେରୀ ମାଟି ମେରା ଦେଶ ଅଭିଯାନର ଅମୃତ କଳସ ଯାତ୍ରାର ଉଦ୍ଯାପନୀ କାର୍ଯ୍ୟକ୍ରମରେ ଯୋଗଦେବେ।

156
ADVERTISEMENT

ନୂଆଦିଲ୍ଲୀ,୩୧/୧୦(ଡି.ଏଚ ବ୍ୟୁରୋ):-ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେରୀ ମାଟି ମେରା ଦେଶ ଅଭିଯାନର ଅମୃତ କଳସ ଯାତ୍ରାର ଉଦ୍ଯାପନୀ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଅମୃତ ବାଟିକା ଏବଂ ଅମୃତ ମହୋତ୍ସବ ସ୍ମାରକୀକୁ ଉଦ୍ଘାଟନ କରିବେ ଓ ଦେଶର ହଜାର ହଜାର ଅମୃତ କଳସ ଯାତ୍ରୀଙ୍କୁ ସମ୍ବୋଧିତ କରିବେ। ଏବଂ ପ୍ରଧାନମନ୍ତ୍ରୀ ଦେଶର ଯୁବବର୍ଗଙ୍କ ପାଇଁ ‘ମେରା ୟୁବା ଭାରତ (ଏମ୍ୱାଇ ଭାରତ) ପ୍ଲାଟଫର୍ମର ମଧ୍ୟ ଶୁଭାରମ୍ଭ କରିବେ।

Advertisement