ଭି କେ ପାଣ୍ଡିଆନ୍ ଆଜି ପୁରୀର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ନିର୍ଦ୍ଦେଶ ଦେଇଛନ୍ତି ।

44
ADVERTISEMENT

ଭୁବନେଶ୍ୱର,o୪/୧୧(ଡି.ଏଚ ବ୍ୟୁରୋ):-ନବୀନ ଓଡ଼ିଶା ଓ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଆଜି ପୁରୀର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଆସନ୍ତା ଡିସେମ୍ବର ୧୫ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡ଼ିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

Advertisement