ADVERTISEMENT
Home ଆଞ୍ଚଳିକ ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ।

ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ।

119
ADVERTISEMENT

ଭୁବନେଶ୍ୱର,o୬/୧୧(ଡି.ଏଚ ବ୍ୟୁରୋ):-ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ। ଏହି ଅଧିବେଶନ ଆସନ୍ତା ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଶୀତକାଳୀନ ଅଧିବେଶନରେ ମୋଟ୍ ୩୦ଟି କାର୍ଯ୍ୟ ଦିବସ ରହିବl ନେଇ ଆଜି ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

Advertisement