Thursday, August 20, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀ |

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀ |

120
ADVERTISEMENT

ଭୁବନେଶ୍ୱର,o୮/୧୧(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀ | ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ଭଦ୍ରକ ତୋରଣପଡାରେ ଥିବା ପୈତୃକ ବାସଭବନ, ଭିଏସଏସ ନଗରରେ ଥିବା ଦୁଇ ମହଲା କୋଠା, ରାଜଧାନୀ ଉପକଣ୍ଠ ରୁଦ୍ରପୁରରେ ଥିବା ଆସୋଟେକ ପ୍ରାଇଡରେ ତିନି ବେଡ଼ରୁମ ଫ୍ଲାଟ, ଭଦ୍ରକ ମଠସାହିରେ ଥିବା କୋଠା ସହ ଅଫିସ ଓ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି |

Advertisement