Sunday, November 1, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଯାଜପୁର କୋରେଇ ବ୍ଲକ୍ ଗୋଳେଇପୁର ପଞ୍ଚାୟତର ଗ୍ରାମ ରୋଜଗାର ସେବକ ଦିଲୀପ କୁମାର...

ଭିଜିଲାନ୍ସ ଜାଲରେ ଯାଜପୁର କୋରେଇ ବ୍ଲକ୍ ଗୋଳେଇପୁର ପଞ୍ଚାୟତର ଗ୍ରାମ ରୋଜଗାର ସେବକ ଦିଲୀପ କୁମାର ଦୀକ୍ଷିତ l

207
ADVERTISEMENT

ଯାଜପୁର,୧୦/୧୧(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଯାଜପୁର କୋରେଇ ବ୍ଲକ୍ ଗୋଳେଇପୁର ପଞ୍ଚାୟତର ଗ୍ରାମ ରୋଜଗାର ସେବକ ଦିଲୀପ କୁମାର ଦୀକ୍ଷିତ l ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବିଲ୍ କରିଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। ଏବଂ ଭିଜିଲାନ୍ସ ଟିମ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କର ଆୟ ବହିର୍ଭୂତ ସମ୍ପତ୍ତିର ତଦନ୍ତ କରୁଥିବା ସୂଚନା ।

Advertisement