Thursday, August 20, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଜଗତସିଂହପୁର ଆଦି ଅଞ୍ଚଳର କେତେକ ସ୍ଥାନରେ ବର୍ଷାର...

ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଜଗତସିଂହପୁର ଆଦି ଅଞ୍ଚଳର କେତେକ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।

104
ADVERTISEMENT

ଭୁବନେଶ୍ୱର,୧୫/୧୧(ଡି.ଏଚ ବ୍ୟୁରୋ):-ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଯୋଗୁଁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା l ଏବଂ ଏହାର ପ୍ରଭାବରେ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଜଗତସିଂହପୁର ଆଦି ଅଞ୍ଚଳର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି।

Advertisement