Thursday, August 20, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା କାଲି ମୟୂରଭଂଜ ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଆସନ୍ତା କାଲି ମୟୂରଭଂଜ ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

129
ADVERTISEMENT

ଭୁବନେଶ୍ୱର,୧୯/୧୧(ଡି.ଏଚ ବ୍ୟୁରୋ):-ଆସନ୍ତା କାଲି ମୟୂରଭଂଜ ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।। ଏବଂ ବାୟୁସେନାର ସତନ୍ତ୍ର ହେଲିକେପ୍ଟର ଯୋଗେ ବାରିପଦା ପହଂଚି ସହିଦ ସ୍ମୃତି ଭବନଠାରେ ହେବାକୁ ଥିବା ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗଦେବେ ସେଥିପାଇଁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଲାଣି ।

Advertisement