Thursday, August 20, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ହାଲୁକା ଶୀତ ଅନୁଭୂତ ହେବାସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା l

ରାଜ୍ୟରେ ହାଲୁକା ଶୀତ ଅନୁଭୂତ ହେବାସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା l

118
ADVERTISEMENT

ଭୁବନେଶ୍ୱର,୨୦/୧୧(ଡି.ଏଚ ବ୍ୟୁରୋ):-ରାଜ୍ୟରେ ହାଲୁକା ଶୀତ ଅନୁଭୂତ ହେବାସହ ରାତି ତାପମାତ୍ରା ୨-୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି ।ଏବଂ ଆଜିଠାରୁ ଦୁଇ ଦିନ ଯାଏଁ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା l ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisement