Thursday, August 20, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତାକାଲି ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ।

ଆସନ୍ତାକାଲି ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ।

112
ADVERTISEMENT

ଭୁବନେଶ୍ୱର,୨୦/୧୧(ଡି.ଏଚ ବ୍ୟୁରୋ):-ଆସନ୍ତାକାଲି ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଡିସେମ୍ବର ୩୦ ତାରିଖ ଯାଏ ଏହି ଅଧିବେଶନ ଚାଲିବାକୁ ଥିବାବେଳେ ଏଥିରେ ମୋଟ୍ ୩୦ଟି କାର୍ଯ୍ୟ ଦିବସ ରହିଛି। ସେପଟେ ଆସନ୍ତା ଅଧିବେଶନ ଯେପରି ସୁରଖୁରରେ ଚାଲିବ ସେନେଇ ବାଚସ୍ପତି ପ୍ରମିଳା ମଲ୍ଲିକ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ବୋଲି ସୂଚନା ।

Advertisement