Thursday, August 20, 2026
ADVERTISEMENT
Home ଜାତୀୟ ନିର୍ମାଣାଧୀନ ସିଲ୍କୟାରା ସୁଡ଼ଙ୍ଗରେ ଫସି ରହିଥିବା ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ନିର୍ମାଣାଧୀନ ସିଲ୍କୟାରା ସୁଡ଼ଙ୍ଗରେ ଫସି ରହିଥିବା ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

121
ADVERTISEMENT

ନୂଆଦିଲ୍ଲୀ,୨୩/୧୧(ଡି.ଏଚ ବ୍ୟୁରୋ):-ଉତ୍ତରାଖଣ୍ଡର ଉତ୍ତରକାଶୀରେ ଭୁଶୁଡି ପଡିଥିବା ନିର୍ମାଣାଧୀନ ସିଲ୍କୟାରା ସୁଡ଼ଙ୍ଗରେ ଫସି ରହିଥିବା ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆଉ ମାତ୍ର ୧୨ ମିଟର ଖୋଳା ହୋଇଗଲେ ଫସିଥିବା ଶ୍ରମିକଙ୍କ ପାଖରେ ପହଞ୍ଚିଯାଇ ପାରିବେ ଉଦ୍ଧାରକାରୀ ଦଳ। ଏବଂ ଶ୍ରମିକମାନଙ୍କୁ ଉଦ୍ଧାର କରାଗଲା ପରେ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିବା ନେଇ ସୁଡ଼ଙ୍ଗ ବାହାରେ ୨୦ଟି ଆମ୍ବୁଲାନ୍ସ ପହଞ୍ଚିଛି ବୋଲି କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି।

Advertisement